ବିନ୍ଦୁସାଗରରେ ବୋଇତ ବନ୍ଦାଣ
ଭୁବନେଶ୍ୱର: ପବିତ୍ର କାର୍ତିକ ପୂର୍ଣ୍ଣମୀ ଅବସରରେ ଶନିବାର ସକାଳେ ପୁରୁଣା ଭୁବନେଶ୍ୱରସ୍ଥିତ ବିନ୍ଦୁ ସାଗରରେ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ବହୁ ସଂଖ୍ୟକ ଭକ୍ତ ଭୋରରେ ବିନ୍ଦୁ ସାଗରରେ ବୋଇତ ଭସାଇ ଥିଲେ । ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମନ୍ତ୍ରୀ ଅଶୋକ ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ଭିବନେଶ୍ୱର ବିଧାୟକ ବିଜୟ ମହାନ୍ତି, ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।
Share this:
LETTER FROM THE EDITOR: A SPECIAL THANKS TO OUR READERS
LETTER FROM THE EDITOR: A SPECIAL THANKS TO OUR READERS