ଆପ୍ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ସୁପାରିଶ ଏକ ‘ରାଜନୈତିକ ଅଭିସନ୍ଧି’- ମମତା


କଲିକତା, ୨୦ ଜାନୁୟାରୀ: ‘ଅଫିସ୍ ଅଫ୍ ପ୍ରଫିଟ୍’ ଅଭିଯୋଗରେ ଆମ୍ ଆଦମୀ ପାର୍ଟି (ଆପ୍)ର ୨୦ ଜଣ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ନିର୍ବାଚନ କମିସନ୍ ରାଷ୍ଟ୍ରପତିଙ୍କୁ ସୁପାରିଶ କରିବା ଏକ ‘ରାଜନୈତିକ ଅଭିସନ୍ଧି’ ବୋଲି ପଶ୍ଚିମ ବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି । ଶୁକ୍ରବାର ଦିନ ମମତା ତାଙ୍କ ପ୍ରତିକ୍ରିୟା ବ୍ୟକ୍ତ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଳଙ୍କ ପ୍ରତି ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି ।
Share this:

LETTER FROM THE EDITOR: A SPECIAL THANKS TO OUR READERS
LETTER FROM THE EDITOR: A SPECIAL THANKS TO OUR READERS