‘ଦି ଟଲ୍ ମ୍ୟାନ୍ ବିଜୁ ପଟ୍ଟନାୟକ’ ପୁସ୍ତକ ଉନ୍ମୋଚନ ପାଇଁ ଆସିଥିବା ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଦେବ ଗୌଡା, ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଓ ସିପିଏମ୍ ସର୍ବଭରତୀୟ ସାଧାରଣ ସଂପାଦକ ସୀତାରାମ ୟାଚୁରୀ ଶନିବାର ମଧ୍ୟାହ୍ନରେ ‘ନବୀନ ନିବାସ’ରେ ଓଡ଼ଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ମଧ୍ୟାହ୍ନ ଭୋଜନ କରୁଛନ୍ତି…


Share this:

LETTER FROM THE EDITOR: A SPECIAL THANKS TO OUR READERS
LETTER FROM THE EDITOR: A SPECIAL THANKS TO OUR READERS